4th Street Bar Hive-Bar

Hive-Bar Powered by Hive beta-fdb5b5b

Community post

ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୬ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୯୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

0 upvotes 1 downvotes $0.00

Replies (0)

Conversation

No replies yet

Replies will appear here as people join the conversation.

Review before signing

Posting as . Signing with . Keychain permission: Posting. Hive Keychain will ask you to approve this action next.


  
Technical details

Operation fingerprint: